Matthew 3:13 — Compare Translations
7 translations compared side by side
Odia - 1840
"ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ଯୋହନଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଯୀଶୁ ଗାଲିଲୀରୁ ଆସି ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯର୍ଦ୍ଦନ ନଦୀକୂଳରେ ଯୋହନଙ୍କ ନିକଟରେ ଉପସ୍ଥିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಜೆಜು ಗಾಲಿಲಿಯಾ ಪ್ರಾಂತ್ಯಾತ್ನಾ ಜೊರ್ದಾನ್ ನ್ಹಯ್ಕ್ಡೆ ಜುಂವಾವಾಕ್ನಾ ಬಾಲ್ತಿಮ್ ಘೆವ್ಕ್ ಮನುನ್ ಯೆಲೊ.