Matthew 3:14 — Compare Translations

7 translations compared side by side

Odia - 1840
"କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୋହନ ତାହାଙ୍କୁ ନିବାରଣ କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ଵାରା ବାପ୍ତିଜିତ ହେବା ମୋହର ପ୍ରୟୋଜନ, ଆଉ ଆପଣ ମୋʼ ନିକଟକୁ ଆସୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଯୀଶୁଙ୍କୁ ନିବର୍ତ୍ତାଇ କହିଲେ, “ମୁଁ ସିନା ତୁମ ଦ୍ୱାରା ଦୀକ୍ଷିତ ହେବାର କଥା - ତୁମେ ତଥାପି ମୋ’ ନିକଟକୁ ଆସିଛ?”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠାରେ ନେବା ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, “ମୋର ତୁମ୍ଭଠାରୁ ବାପ୍ତିସ୍ମ ନେବା ଦରକାର। ତୁମ୍ଭେ ମୋ’ ପାଖକୁ କାହିଁକି ଆସିଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ “ಮಿಯಾ ತುಜೆಕ್ನಾ ಬಾಲ್ತಿಮ್ ಘೆವ್ಕ್ ಪಾಜೆ, ಅನಿ ತಿಯಾ ಮಾಜ್ಯಾ ಹಾತಾನಿ ಬಾಲ್ತಿಮ್ ಘೆತಲೆ ಕಶೆ?” ಮನುನ್ ಜುವಾಂವ್ ಜೆಜುಕ್ ಅಡ್ವುಲಾಗಲ್ಲೊ.