Matthew 3:16 — Compare Translations
7 translations compared side by side
Odia - 1840
"ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ବାପ୍ତିଜିତହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି ସେ ଈଶ୍ଵରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଦୀକ୍ଷିତ ହୋଇ ଜଳରୁ ଉଠି ଆସିବାମାତ୍ରେ ସେ ଦେଖିଲେ ସ୍ୱର୍ଗ ଉନ୍ମୁକ୍ତ ହୋଇଛି ଏବଂ ପରମାତ୍ମା କପୋତରୂପେ ତାଙ୍କ ଉପରେ ଅବତରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಬಾಲ್ತಿಮ್ ಘೆವ್ನ್ ಪಾನಿಯಾತ್ನಾ ವೈರ್ ಉಟುನ್ ಇಬೆ ಹೊತ್ತ್ಯಾ ತನ್ನಾ ಮಳಬ್ ಉಗಡ್ಲ್ಯಾ ಸರ್ಕೊ ಹೊಲೊ ಅನಿ ಪವಿತ್ರ್ ಆತ್ಮೊ ಪಾರಿವಾಳಾಚ್ಯಾ ರುಪಾರ್ ಅಪ್ನಾ ವರ್ತಿ ಉತ್ರುನ್ ಯೆತಲೊ ಜೆಜುನ್ ಬಗಟ್ಲ್ಯಾನ್.