Matthew 3:17 — Compare Translations

7 translations compared side by side

Odia - 1840
"ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ,⇧।
Odia BSI (ପବିତ୍ର ବାଇବଲ (CL) NT (BSI))
ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ಹ್ಯೊ ಮಾಜೊ ಅಪುರ್‍ಬಾಯೆಚೊ ಲೆಕ್ ಹೆಚ್ಯಾಸಾಟ್ನಿ ಮಾಕಾ ಲೈ ಕುಶಿ ಹಾಯ್.” ಮನುನ್ ಮಳ್ಬಾತ್ನಾ ಎಕ್ ಧನ್ ಆಯ್ಕೊ ಯೆಲೊ.