Matthew 3:4 — Compare Translations

7 translations compared side by side

Odia - 1840
"ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ତାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନଙ୍କ ପୋଷକ ଓଟ ଲୋମରେ ତିଆରି ହୋଇଥିଲା। ସେ ତାଙ୍କ ଅଣ୍ଟାରେ ଗୋଟିଏ ଚମଡ଼ାର କଟିବନ୍ଧ ବାନ୍ଧୁଥିଲେ। ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ତାଙ୍କର ଖାଦ୍ୟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಕ್ ಒಂಟೆಚ್ಯಾ ಕೆಸಾನಿ ಕರಲ್ಲೆ ಕಪ್ಡೆ ನೆಸಲ್ಲ್ಯಾನ್, ಅನಿ ಕಂಬ್ರೆಕ್ ಚಮ್ಡ್ಯಾಚೊ ಪಟ್ಟೊ ಭಾಂದಲ್ಲ್ಯಾನ್, ಟುಪ್ಪುನ್ಯಾ ಅನಿ ಡಂಗ್ಳಿತ್ಲೆ ಮ್ಹಾವ್ ಖಾವ್ನ್ ತೊ ಜಿವನ್ ಕರುಕ್ ಲಾಗಲ್ಲೊ.