Matthew 3:5 — Compare Translations

7 translations compared side by side

Odia - 1840
"ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିରୂଶାଲମ ଓ ସମଗ୍ର ଯିହୁଦା ପ୍ରଦେଶ, ପୁଣି ଯର୍ଦ୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାଙ୍କ ନିକଟକୁ ଆସିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମ୍ ସହରରୁ, ଇହୁଦୀ ପ୍ରଦେଶ ଓ ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ଅଞ୍ଚଳରୁ ଲୋକମାନେ ତାଙ୍କ ନିକଟକୁ ଆସୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଯିରୁଶାଲମ, ସମଗ୍ର ଯିହୂଦା ରାଜ୍ୟ ଓ ଯର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳରେ ଥିବା ଲୋକ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆರುಜಲೆಮ್ ಮನ್ತಲ್ಯಾ ಶಾರಾತ್ನಾ ಜುದೆಯಾ ಮನ್ತಲ್ಯಾ ಇಡಿ ಪ್ರಾಂತ್ಯಾತ್ನಾ, ಅನಿ ಜೊರ್ದಾನ್ ನ್ಹಯ್ಚ್ಯಾ ಅಜು-ಬಾಜುಕ್ ಹೊತ್ತ್ಯಾ ಗಾವಾನಿತ್ನಾ ಲೊಕಾ ಜುವಾಂವಾಕ್ಡೆ ಯೆಲಿ,