Matthew 3:7 — Compare Translations

7 translations compared side by side

Odia - 1840
"ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଯୋହନ ଦେଖିଲେ ଅନେକ ଫାରୁଶୀ ଓ ସାଦୁକୀ ଜଳଦୀକ୍ଷା ନେବା ପାଇଁ ଆସୁଛନ୍ତି; ସେମାନଙ୍କୁ ସେ କହିଲେ, “ଆରେ ସର୍ପକୁଳ! ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦଣ୍ଡ ଦେବାକୁ ଯାଉଛନ୍ତି, ସେଥିରୁ ନିସ୍ତାର ପାଇ ପାରିବ ବୋଲି କିଏ ତୁମକୁ କହିଛି?
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଫାରୂଶୀ ଓ ସାଦ୍ଦୂକୀମାନେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସେମାନଙ୍କୁ ଦେଖି ଯୋହନ କହିଲେ, “ହେ କାଳସର୍ପଗଣ! ତୁମ୍ଭେ ପ୍ରଭୁଙ୍କ ଆଗାମୀ କ୍ରୋଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚେତାବନୀ ଦେଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಮಾರ್ ಸಾದುಸೆವಾ ಅನಿ ಫಾರಿಜೆವಾ ಬಾಲ್ತಿಮ್ ಘೆವ್ಕ್ ಯೆತಲೆ ಬಗುನ್ ಜುವಾಂವ್ “ಅರೆ! ಸಾಪಾಚ್ಯಾ ಪಿಲ್ಲಾನೊ, ಫಿಡೆ ಯೆತಲ್ಯಾ ನಾಸಾತ್ನಾ ಚುಕ್ವುನ್ ಘೆವ್ಕ್ ತುಮ್ಕಾ ಉಶಾರ್ಕಿ ಕೊನ್ ದಿಲ್ಯಾನಿ?