Matthew 3:8 — Compare Translations
7 translations compared side by side
Odia - 1840
"ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମନ ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ପ୍ରକୃତରେ ସବୁ ପାପ କର୍ମରୁ ନିବୃତ୍ତ ହୋଇଛ, ଏହା ତୁମର କାର୍ଯ୍ୟକଳାପରେ ଦେଖାଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ନିଜର କାର୍ଯ୍ୟ ଦ୍ୱାରା ପ୍ରକାଶ କରିବାକୁ ହେବ ଯେ, ତୁମ୍ଭେ ବାସ୍ତବରେ ମନ ପରିର୍ତ୍ତନ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Odia IRV 2017 (ଓଡିଆ ବାଇବେଲ)
ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ತುಮ್ಚೆ ಪಾಪಾಚೆ ಜಿವನ್ ಅತ್ತಾ ಬದಲ್ಲಾ ಮನುನ್ ದಾಕ್ವುನ್ ದಿತಲಿ ಕಾಮಾ ಕರಾ”