Matthew 3:9 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାଳ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବ ନାହିଁ ଯେ ଅବ୍ରାହାମ ତୁମ ପୂର୍ବପୁରୁଷ ବୋଲି କହିଦେବା ଦ୍ୱାରା ତୁମେ ଦଣ୍ଡରୁ ରକ୍ଷା ପାଇଯିବ। ମୁଁ ତୁମକୁ କହି ରଖୁଛି ଯେ ଈଶ୍ୱର ଏହି ପଥରଗୁଡ଼ିକ ନେଇ ଅବ୍ରାହାମଙ୍କ ବଂଶଧର ସୃଷ୍ଟି କରି ପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಅಬ್ರಾಮಾಚ್ಯಾ ಘರಾನ್ಯಾಚೆ ಮನುನ್ ತುಮಿ ದೆವಾಚ್ಯಾ ಝಡ್ತಿತ್ನಾ ಬಚಾವ್ ಹೊತ್ಯಾಶಿ ಮನುನ್ ಚಿಂತುನಕಾಸಿ, ಮಿಯಾ ತುಮ್ಕಾ ಸಾಂಗುಚೆ ಜಾಲ್ಯಾರ್ ಹ್ಯಾ ಗುಂಡ್ಯಾತ್ನಾಬಿ ಅಬ್ರಾಹಾಮಾಕ್ ಪೊರಾ ದಿ ಸರ್ಕಿ ತಾಕತ್ ದೆವಾಕ್ ಹಾಯ್,