Matthew 4:1 — Compare Translations
7 translations compared side by side
Odia - 1840
"ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ପରମାତ୍ମା ତାଙ୍କୁ ମରୁ ପ୍ରାନ୍ତରକୁ କଢ଼ାଇ ନେଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ପରୀକ୍ଷା ତା’ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಿರೊ ಪರಿಕ್ಷಾ ಕರುಕ್ ಮನುನ್ ಪವಿತ್ರ್ ಆತ್ಮ್ಯಾನ್ ಜೆಜುಕ್ ಡಂಗ್ಳಿತ್ ಘೆವ್ನ್ ಗೆಲ್ಯಾನ್.