Matthew 4:10 — Compare Translations
7 translations compared side by side
Odia - 1840
"ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଦୂର ହୁଅ ଶୟତାନ! ଧର୍ମଶାସ୍ତ୍ରରେ ଲେଖାଅଛି, ‘କେବଳ ତୁମ ପ୍ରଭୁ ଈଶ୍ୱରଙ୍କୁ ଉପାସନା କର ଏବଂ ତାଙ୍କର ସେବା କର’।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କର ହିଁ ସେବା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಸೈತಾನಾ ಮಾಜ್ಯಾಕ್ನಾ ಧುರ್ ಜಾ, ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ, ಸರ್ವೆಸ್ವರಾ ತುಜ್ಯಾ ದೆವಾಚೆ ಎಕ್ಲ್ಯಾಚೆಚ್ ಪಾಯ್ ಪಡ್, ಅನಿ ತೆಚಿ ಎಕ್ಲ್ಯಾಚಿಚ್ ಸೆವಾ ಕರ್.” ಮಟ್ಲ್ಯಾನ್.