Matthew 4:11 — Compare Translations

7 translations compared side by side

Odia - 1840
"ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଙ୍ଗେ ସଙ୍ଗେ ଶୟତାନ ତାଙ୍କୁ ଛାଡ଼ି ଚାଲିଗଲା ଓ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ଯତ୍ନ ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା’ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಗಿರೊ ಜೆಜುಕ್ ಸೊಡುನ್ ಗೆಲೊ; ತನ್ನಾ ದೆವಾಚಿ ದುತಾ ಯೆಲಿ, ಅನಿ ತೆಚಿ ಮಜತ್ ಕರ್‍ಲ್ಯಾನಿ.