Matthew 4:12 — Compare Translations
7 translations compared side by side
Odia - 1840
"ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକି ପ୍ରସ୍ଥାନ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନଙ୍କୁ ବନ୍ଦୀ କରାଯାଇଛି ବୋଲି ଶୁଣି ଯୀଶୁ ଗାଲିଲୀକୁ ପ୍ରସ୍ଥାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଗାଲିଲୀରେ ଯୀଶୁ କାର୍ଯ୍ୟ ଆରମ୍ଭ କଲେ ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
Odia IRV 2017 (ଓଡିଆ ବାଇବେଲ)
ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಜುವಾಂವಾಕ್ ಬಂಧಿಖಾನ್ಯಾತ್ ಘಾಟ್ಲ್ಯಾನಿ ಮನ್ತಲೆ ಆಯಿಕ್ಲ್ಯಾನ್, ತನ್ನಾ ಜೆಜು ಗಾಲಿಲಿಯಾ ಪ್ರಾಂತ್ಯಾಕ್ ಗೆಲೊ.