Matthew 4:13 — Compare Translations
7 translations compared side by side
Odia - 1840
"ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ନାଜରିତରେ ନ ରହି ଜବୂଲନ ଓ ନଫ୍ତାଲି ଅଞ୍ଚଳରେ ଥିବା ଗାଲିଲୀ ହ୍ରଦ ଉପକୂଳବର୍ତ୍ତୀ କପର୍ନାହୂମରେ ବାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ನಜರೆತ್ ಮನ್ತಲ್ಯಾ ಗಾಂವಾತ್ ರ್ಹಾವ್ಕ್ ನಾ. ತೊ ಗಾಲಿಲಿಯಾ ಸಮುಂದರಾಚ್ಯಾ ಜಗ್ಗೊಳ್ ಹೊತ್ತ್ಯಾ ಜಬುಲುನ್ ಅನಿ ನಫ್ತಾಲಿ ಮನ್ತಲ್ಯಾ ಪ್ರಾಂತ್ಯಾತ್ ಹೊತ್ತ್ಯಾ ಕಫರ್ನವ್ ಮನ್ತಲ್ಯಾ ಮೊಟ್ಯಾ ಗಾಂವಾತ್ ಜಾವ್ನ್ ರ್ಹಾಲೊ.