Matthew 4:14 — Compare Translations
7 translations compared side by side
Odia - 1840
"ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦ୍ୱାରା ଭାବବାଦୀ ଯିଶାଇୟଙ୍କ ବାଣୀ ସଫଳ ହେଲା। ସେ କହିଥିଲେ:
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପ୍ରଭୁ ପରମେଶ୍ୱର ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଯୀଶୁ ଏଭଳି କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಇಸಾಯಿಯಾ ಪ್ರವಾದ್ಯಾನ್ ಸಾಂಗಲ್ಲೆ ಖರೆ ಹೊಲೆ.