Matthew 4:16 — Compare Translations
7 translations compared side by side
Odia - 1840
"ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ଧକାରରେ ବାସ କରୁଥିବା ଲୋକମାନେ ଗୋଟିଏ ଉଜ୍ଜ୍ୱଳ ଆଲୋକ ଦେଖିବେ ମୃତ୍ୟୁର ତିମିରାଚ୍ଛନ୍ନ ଅଞ୍ଚଳରେ ଥିବା ଲୋକମାନଙ୍କ ଉପରେ ସେହି ଆଲୋକ ପ୍ରକାଶ ପାଇବ।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ, ସେମାନେ ଏକ ମହାନ ଜ୍ୟୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ, ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”
Odia IRV 2017 (ଓଡିଆ ବାଇବେଲ)
ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಳ್ಕಾತ್ ಜಿವನ್ ಕರ್ತಲ್ಯಾ ಲೊಕಾನಿ ಎಕ್ ಮೊಟೊ ಉಜ್ವೊಡ್ ಬಗಟ್ಲ್ಯಾನಿ, ಮರ್ನಾಚ್ಯಾ ಕಾಳ್ಕಾತ್ ಜಿವನ್ ಕರ್ತಲ್ಯಾ ಲೊಕಾಂಚ್ಯಾ ವರ್ತಿ ಉಜ್ವೊಡ್ ಫಾಕ್ಲೊ”.