Matthew 4:17 — Compare Translations

7 translations compared side by side

Odia - 1840
"ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟଠାରୁ ଯୀଶୁ ପ୍ରଚାର କରି କହିଲେ, “ପାପ ପଥରୁ ଫେର, କାରଣ ସ୍ୱର୍ଗରାଜ୍ୟ ନିକଟବର୍ତ୍ତୀ”।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾಚ್ಯಾನ್ ಜೆಜು ಬರಿ ಖಬರ್ ಸಾಂಗುಕ್‍ಲಾಲೊ. ಅನಿ, “ತುಮ್ಚೆ ಪಾಪಾಚೆ ಜಿವನ್ ಸೊಡಾ, ಸರ್ಗಾಚೊ ರಾಜ್ ಜಗ್ಗೊಳ್ ಯೆವ್ನ್ ಪಾವ್ಲಾ,” ಮನುನ್ ಸಾಂಗುಕ್‍ಲಾಲೊ.