Matthew 4:18 — Compare Translations
7 translations compared side by side
Odia - 1840
"ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଗାଲିଲୀ ହ୍ରଦକୂଳ ଦେଇ ଗମନ କଲାବେଳେ ଶିମୋନ (ପିତର) ଓ ଆନ୍ଦ୍ରିୟ ନାମକ ଦୁଇଜଣ ଧୀବରଙ୍କୁ ଭେଟିଲେ। ଏ ଦୁଇ ଭାଇ ଜାଲ ପକାଇ ହ୍ରଦରେ ମାଛ ଧରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କେତେକ ଶିଷ୍ୟଙ୍କୁ ବାଛିଲେ ଯୀଶୁ ଗାଲିଲୀ ହ୍ରଦ ପାଖଦେଇ ଯାଉଥିଲେ, ସେ (ପିତର ନାମରେ ଖ୍ୟାତ) ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦେଖିଲେ। ସେମାନେ ହ୍ରଦରେ ଜାଲ ପକାଉଥିଲେ। ସେମାନେ, ବ୍ୟବସାୟରେ କେଉଟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜು ಗಾಲಿಲಿಯಾ ಸಮುಂದರಾಚ್ಯಾ ದಂಡೆನ್ ಚಲುನ್ಗೆತ್ ಜಾತಾನಾ, ಮಾಸೊಳ್ಯಾ ಧರ್ತಲೆ ಕಾಮ್ ಕರ್ತಲ್ಯಾ ದೊಗೆ ಜಾನಾ ಭಾವಾಕ್ನಿ, ಪೆದ್ರು ಮನ್ತಲ್ಯಾ ಸಿಮಾವಾಕ್, ಅನಿ ತೆಚ್ಯಾ ಭಾವಾಕ್ ಅಂದ್ರುಕ್ ತೆನಿ ಬಗಟ್ಲ್ಯಾನ್. ತೆನಿ ಸಮುಂದರಾತ್ ಜಾಳೆ ಘಾಲುನ್ ಮಾಸೊಳ್ಯಾ ಧರುಲಾಗಲ್ಲ್ಯಾನಿ.