Matthew 4:19 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଆହ୍ୱାନ କରି କହିଲେ, “ମୋ’ ସାଙ୍ଗରେ ଆସ। ମୁଁ ତୁମକୁ ମନୁଷ୍ୟ ଧରିବା ଶିଖାଇବି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ଆସ, ମୋତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಮಾಜ್ಯಾ ವಾಂಗ್ಡಾ ಯೆವಾ, ಮಿಯಾ ತುಮ್ಕಾ ಮಾನ್ಸಾಕ್ನಿ ದೆವಾಚ್ಯಾ ರಾಜಾಕ್ಡೆ ಹಾನ್ತಲೆ ಕಶೆ ಮನುನ್ ಶಿಕ್ವುತಾ.” ಮಟ್ಲ್ಯಾನ್.