Matthew 4:2 — Compare Translations
7 translations compared side by side
Odia - 1840
"ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚାଳିଶ ଦିନ ଓ ଚାଳିଶ ରାତି ଅନାହାରରେ ବିତାଇବା ପରେ ଯୀଶୁ କ୍ଷୁଧିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚಾಳಿಸ್ ದಿಸಾ ಅನಿ ಚಾಳಿಸ್ ರ್ಹಾತಾ ಉಪ್ಪಾಸಿ ರಾವ್ನ್ ಹೊಲ್ಲ್ಯಾ ಮಾನಾ ಜೆಜುಕ್ ಲೈ ಭುಕ್ ಲಾಗಲ್ಲಿ.