Matthew 4:20 — Compare Translations

7 translations compared side by side

Odia - 1840
"ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସେହିକ୍ଷଣି ସେମାନଙ୍କ ଜାଲ ଛାଡ଼ି ତାଙ୍କ ସଙ୍ଗରେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡ଼ିଦେଇ ଯୀଶୁଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾಚ್ ಸಿಮಾವಾನ್ ಅನಿ ಆಂದ್ರುನ್ ತೆಂಚಿ ಜಾಳಿ ಥೈಚ್ ಸೊಡ್ಲ್ಯಾನಿ ಅನಿ ಜೆಜುಚ್ಯಾ ವಾಂಗ್ಡಾ ಗೆಲ್ಯಾನಿ.