Matthew 4:21 — Compare Translations

7 translations compared side by side

Odia - 1840
"ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଟିକେ ଆଗକୁ ଯାଇ ଯାକୁବ ଓ ଯୋହନ ନାମକ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ଭେଟିଲେ। ଏ ଦୁଇ ଭାଇ ଓ ସେମାନଙ୍କ ପିତା ନୌକାରେ ବସି ସେମାନଙ୍କର ଜାଲ ସଜାଡ଼ୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅನಿ ಉಲ್ಲೆ ಫಿಡೆ ಗೆಲೊ, ಥೈ ಜೆಬೆದೆವಾಚಿ ಪೊರಾ ಜಾಕೊಬ್ ಅನಿ ಜುವಾಂವ್ ಮನ್ತಲೆ ದೊಗೆ ಜಾನಾ ಭಾವ್-ಭಾವ್ ತೆಕಾ ದಿಸ್ಲೆ, ತೆನಿ ಢೊನಿತ್ ಬಸುನ್ ಅಪ್ನಾಚೊ ಬಾಬಾ ಜೆಬೆದೆವಾಚ್ಯಾ ವಾಂಗ್ಡಾ ಅಪ್ನಾಚಿ ಜಾಳಿ ಸಮಾ ಕರುಕ್ ಲಾಗಲ್ಲ್ಯಾನಿ, ಜೆಜುನ್ ತೆಂಕಾ ಬಲ್ವುಲ್ಯಾನ್,