Matthew 4:22 — Compare Translations
7 translations compared side by side
Odia - 1840
"ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ମଧ୍ୟ ଡ଼ାକିଲେ ଏବଂ ସେମାନେ ସଙ୍ଗେ ସଙ୍ଗେ ନୌକା ଓ ପିତାଙ୍କୁ ଛାଡ଼ି ଯୀଶୁଙ୍କ ପଛେ ପଛେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍ଗାକୁ ଛାଡ଼ି ଦେଇ ଯୀଶୁଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ತೆನಿ ಢೊನ್ ಅನಿ ಬಾಬಾಕ್ ಥೈಚ್ ಸೊಡ್ಲ್ಯಾನಿ ಅನಿ ಜೆಜುಚ್ಯಾ ವಾಂಗ್ಡಾ ಗೆಲ್ಯಾನಿ.