Matthew 4:23 — Compare Translations
7 translations compared side by side
Odia - 1840
"ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସମଗ୍ର ଗାଲିଲୀ ପର୍ଯ୍ୟଟନ କରି ଉପାସନା ଗୃହମାନଙ୍କରେ ଶିକ୍ଷା ଦେଲେ। ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କଲେ ଏବଂ ନାନାବିଧ ରୋଗୀ ଓ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକମାନଙ୍କୁ ଉପଦେଶ ଦେଲେ ଓ ରୋଗସୁସ୍ଥ କଲେ ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ದೆವಾಚ್ಯಾ ರಾಜಾಚಿ ಬರಿ ಖಬರ್ ಸಾಂಗಿತ್, ಸಿನಾಗೊಗಾತ್ನಿ ಶಿಕ್ವುನ್ಗೆತ್, ಅನಿ ಸಗ್ಳ್ಯಾ ಥರಿಚಿ ರೊಗಾ ಅಸಲ್ಲ್ಯಾಕ್ನಿ, ಅನಿ ಸಿಕ್ ಅಸಲ್ಲ್ಯಾಕ್ನಿ ಗುನ್ ಕರಿತ್ ಸಗ್ಳ್ಯಾ ಗಾಲಿಲಿಯಾ ಪ್ರಾಂತ್ಯಾತ್ ಗೆಲೊ.