Matthew 4:25 — Compare Translations

7 translations compared side by side

Odia - 1840
"ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୁଦା ପ୍ରଦେଶ ଓ ଯର୍ଦ୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାଦ୍ଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେ ସମସ୍ତଙ୍କୁ ସୁସ୍ଥ କଲେ। ଗାଲିଲୀ, ଦେକାପଲୀ, ଯିରୂଶାଲମ, ଇହୁଦା ଓ ଯର୍ଦ୍ଦନର ସେପାରିରେ ଥିବା ଅଞ୍ଚଳରୁ ବହୁ ସଂଖ୍ୟକ ଲୋକ ଯୀଶୁଙ୍କୁ ଅନୁସରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗାଲିଲୀ, ଦେକାପଲି, ଯିରୁଶାଲମ, ଯିହୂଦା ଓ ଯର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍‌‌ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦା ପ୍ରଦେଶ ଓ ଯର୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଛରେ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಾಲಿಲಿಯಾತ್ನಾ, ಧಾ ಶಾರಾನಿತ್ನಾ, ಜೆರುಜಲೆಮಾತ್ನಾ, ಜುದೆಯಾತ್ನಾ, ಜೊರ್ದಾನ್ ನ್ಹಯ್ಚ್ಯಾ ತಿಕುಲ್ಯಾ ಬಾಜುಚ್ಯಾ ಜಾಗ್ಯಾತ್ನಾ ಯೆಲ್ಲ್ಯಾ ಲೊಕಾಂಚೊ ಮೊಟೊ ತಾಂಡೊ ಜೆಜುಚ್ಯಾ ಫಾಟ್ನಾ ಹೊತ್ತೆ.