Matthew 4:3 — Compare Translations

7 translations compared side by side

Odia - 1840
"ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୋଟୀ ହେବା ପାଇଁ ଆଜ୍ଞା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶୟତାନ ତାଙ୍କ ନିକଟକୁ ଆସି କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏହି ପଥରଗୁଡ଼ିକୁ ରୋଟିରେ ପରିଣତ ହେବା ପାଇଁ ଆଦେଶ ଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸೈತಾನ್ ಜೆಜುಚಿ ಪರಿಕ್ಷಾ ಕರುಕ್ ಮನುನ್ ತೆಚೆಕ್ಡೆ ಯೆಲೆ ಅನಿ “ತಿಯಾ ದೆವಾಚೊ ಲೆಕ್ ಹೊಲ್ಯಾರ್ ಹ್ಯಾ ಗುಂಡ್ಯಾಕ್ನಿ ಭಾಕ್ರಿಯಾ ಹೊವ್ಕ್ ಹುಕುಮ್ ದಿ. ” ಮನುನ್ ಸಾಂಗುಕ್ಲಾಗ್ಲೆ.