Matthew 4:5 — Compare Translations
7 translations compared side by side
Odia - 1840
"ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଶୟତାନ ତାହାଙ୍କୁ ପୁଣ୍ୟ ନଗରୀକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଗଲା। ସେଠାରେ ତାଙ୍କୁ ମନ୍ଦିରର ସର୍ବୋଚ୍ଚ ଚୂଡ଼ାରେ ବସାଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಗಿರೊ ಜೆಜುಕ್ ಪವಿತ್ರ್ ಶಾರ್ ಜೆರುಜಲೆಮಾಕ್ ಘೆವ್ನ್ ಗೆಲ್ಯಾನ್, ಅನಿ ದೆವಾಚ್ಯಾ ಗುಡಿಚ್ಯಾ ಎಗ್ದಮ್ ವೈಲ್ಯಾ ಜಾಗ್ಯಾ ವರ್ತಿ ನ್ಹೆಲ್ಯಾನ್.