Matthew 4:6 — Compare Translations
7 translations compared side by side
Odia - 1840
"ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏଠାରୁ ତଳକୁ ଡ଼େଇଁପଡ଼। ଧର୍ମଶାସ୍ତ୍ରରେ ଲେଖାଅଛି - ଈଶ୍ୱର ତୁମର ଯତ୍ନ ନେବା ପାଇଁ ସ୍ୱର୍ଗଦୂତମାନଙ୍କୁ ଆଦେଶ ଦେବେ। ସେମାନେ ତୁମକୁ ହାତରେ ତୋଳି ଧରିବେ। ତେଣୁ ତୁମ ପାଦରେ ପଥରର ଆଘାତ ଲାଗିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି: ‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ। ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ। ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖା ଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಕಾ ತಿಯಾ ದೆವಾಚೊ ಲೆಕ್ ಜಾಲ್ಯಾರ್, ಹಿತ್ನಾ ಖಾಲ್ತಿ ಹುಡಿ ಮಾರ್, ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ, ದೆವ್ ಅಪ್ನಾಚ್ಯಾ ದುತಾಕ್ನಿ ಹುಕುಮ್ ದಿತಾ; ತುಜೆ ತಳ್ಪಾಯ್ ಸೈತ್ ಗುಂಡ್ಯಾಕ್ನಿ ಅದ್ಳಿ ನಸಿ ಸರ್ಕೆ ತೆನಿ ಅಪ್ನಾಚ್ಯಾ ಹಾತಾನಿ ತುಕಾ ಉಕ್ಲುನ್ ಧರ್ತ್ಯಾತ್.