Matthew 4:7 — Compare Translations
7 translations compared side by side
Odia - 1840
"ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ତୁମ ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಖರೆ ಪವಿತ್ರ್ ಪುಸ್ತಕ್, ಸರ್ವೆಸ್ವರಾಚಿ ತುಜ್ಯಾ ದೆವಾಚಿ ಪರಿಕ್ಷಾ ಕರುನಕೊ ಮನುನ್ಬಿ ಸಾಂಗ್ತಾ”, ಮನುನ್ ಜಬಾಬ್ ದಿಲ್ಯಾನ್.