Matthew 4:8 — Compare Translations
7 translations compared side by side
Odia - 1840
"ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ପର୍ବତର ଶିଖରକୁ ନେଇଗଲା ଏବଂ ତାଙ୍କୁ ଜଗତର ସମସ୍ତ ରାଜ୍ୟଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸೈತಾನಾನ್ ಜೆಜುಕ್ ಎಕ್ ಲೈ ಮೊಟ್ಯಾ ಮಡ್ಡಿ ವರ್ತಿ ಘೆವ್ನ್ ಗೆಲ್ಯಾನ್, ಅನಿ ದುನಿಯಾತ್ಲ್ಯಾ ಸಗ್ಳ್ಯಾ ರಾಜಾಂಚೊ ವೈಭವ್ ದಾಕ್ವುಲ್ಯಾನ್.