Matthew 5:1 — Compare Translations
7 translations compared side by side
Odia - 1840
"ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ଯା କ୍ରମଶଃ ବଢିବାକୁ ଲାଗିଲା। ଏହା ଦେଖି ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ ଏବଂ ସଠାେରେ ବସିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ପାଖକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଲୋକ ଗହଳି ଦେଖି ଗୋଟିଏ ପାହାଡ଼ ଉପରେ ଯାଇ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନଙ୍କୁ ଦେଖି ଯୀଶୁ ପର୍ବତ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಬಗಟ್ಲ್ಯಾನ್ ಅನಿ ತೊ ಎಕ್ ಬಾರಿಕ್ಲ್ಯಾ ಮಡ್ಡಿ ವರ್ತಿ ಚಡ್ಲೊ ಅನಿ ಥೈ ಬಸ್ಲೊ. ತೆಚಿ ಶಿಸಾ ತೆಚ್ಯಾ ಭೊತ್ಯಾನಿ ಯೆವ್ನ್ ಗೊಳಾ ಹೊಲಿ.