Matthew 5:11 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮಿ ಮಾಜೆ ವಾಂಗ್ಡಿ ಮನುನ್ ಲೊಕಾನಿ ತುಮ್ಕಾ ತರಾಸ್ ದಿಲ್ಯಾರ್, ಬುರ್ಶ್ಯಾ-ಬುರ್ಶ್ಯಾ ಝುಟ್ಯಾ ಗೊಸ್ಟಿಯಾ ತುಮ್ಚ್ಯಾ ವಿರೊದ್ ಬೊಲ್ಲ್ಯಾರ್, ತುಮ್ಚಿ ಮರ್‍ಯಾದ್ ಕಾಡ್ಲ್ಯಾರ್, ತುಮಿ ಕವ್ಡೆ ಸುಖಿ.