Matthew 5:12 — Compare Translations
7 translations compared side by side
Odia - 1840
"ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ନିଜକୁ ଧନ୍ୟ ବୋଲି ମନେକର। ଆନନ୍ଦିତ ହୋଇ ଉଲ୍ଲାସ କର, କାରଣ ସ୍ୱର୍ଗରେ ତୁମ ପାଇଁ ମହା ପୁରସ୍କାର ରଖାଯାଇଛି। ମନେରଖ, ତୁମ ପୂର୍ବରୁ ଭାବବାଦୀମାନେ ମଧ୍ୟ ଏହିପରି ନିର୍ଯ୍ୟାତିତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕುಸಿ ಹೊವಾ ಅನಿ ಸಂತೊಸಾನ್ ರ್ಹಾವಾ, ಸರ್ಗಾತ್ ತುಮ್ಕಾ ಮೊಟೆ ಭೊಮಾನ್ ತಯಾರ್ ಕರುನ್ ಥವಲ್ಲೆ ಹಾಯ್. ತುಮ್ಚ್ಯಾನ್ಕಿ ಅದ್ದಿ ಜಿವನ್ ಕರಲ್ಲ್ಯಾ ಪ್ರವಾದ್ಯಾಕ್ನಿಬಿ ಲೊಕಾನಿ ಅಸೊಚ್ ತರಾಸ್ ದಿಲ್ಯಾನಾತ್.