Matthew 5:13 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଦେ ସ୍ବାଦହୀନ ହାଇଯୋଏ, ତବେେ ତାକୁ ଆଉଥରେ ଲୁଣିଆ କରା ଯାଇ ନପା ରେ। ଲୁଣ ଆପଣା ଲୁଣିଆ ସ୍ବାଦ ହରାଇଲେ ଆଉ କୌଣସି କାମ ରେ ଲାଗିପାରିବ ନାହିଁ। ତାକୁ ବାହା ରେ ଫିଙ୍ଗି ଦିଆୟିବ। ଲୋକେ ତାକୁ ପାଦ ରେ ଚକଟି ଗ୍ଭଲିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ସମସ୍ତ ମାନବ ଜାତିର ଲବଣ ସ୍ୱରୂପ। କିନ୍ତୁ ଲବଣ ଯଦି ଲବଣତ୍ୱ ହରାଏ, ତେବେ ତାକୁ ଆଉ ଲବଣାକ୍ତ କରି ହେବ ନାହିଁ। ସେତେବେଳେ ତାହା ସମ୍ପୂର୍ଣ୍ଣ ଅଦରକାରୀ ହୋଇ ବାହାରେ ଫିଙ୍ଗି ଦିଆଯାଏ। ଲୋକେ ତାକୁ ମାଡ଼ି ଚାଲିଯାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଲୁଣ ଓ ଆଲୋକ ପରି “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮಿ ಜಗಾಚ್ಯಾ ಲೊಕಾಕ್ನಿ ಮಿಟ್ಟ್ ಹೊತ್ತ್ಯಾ ಬಾಸೆನ್, ಖರೆ ಮಿಟ್ಟಾನ್ ಅಪ್ನಾಚಿ ರುಚಿ ಕಳ್ದುನ್ ಘೆಟ್ಲ್ಯಾನ್ ತರ್ ತೆಕಾ ಅನಿ ಪರ್ತುನ್ ರುಚಿ ಯೈಸರ್ಕೆ ಕರುಕ್ ಹೊಯ್ನಾ. ತನ್ನಾ ತೆಕಾ ಕಾಯ್ಬಿ ಕಿಮ್ಮತ್ ರ್‍ಹಾಯ್ನಾ. ತೆಚೆಸಾಟ್ನಿ ತೆ ಭಾಯ್ರ್ ಟಾಕ್ತ್ಯಾತ್ ಅನಿ ಲೊಕಾ ತೆ ತುಡ್ವುನ್ಗೆತ್ ಫಿರುನ್ ಖೆಳ್ತಾತ್.”