Matthew 5:14 — Compare Translations
7 translations compared side by side
Odia - 1840
"ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଜଗତର ଜ୍ୟୋତିଃ । ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ସମଗ୍ର ଜଗତର ଆଲୋକ ସ୍ୱରୂପ। ଯେଉଁ ନଗରୀଟି ପର୍ବତ ଉପରେ ନିର୍ମିତ, ତାହା କେବେ ଲୁକ୍କାୟିତ ହୋଇ ରହିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮಿ ಸಗ್ಳ್ಯಾ ಜಗಾಚ್ಯಾ ಲೊಕಾಕ್ನಿ ಉಜ್ವೊಡ್ ಅಸ್ಲ್ಯಾ ಬಾಸೆನ್. ಎಕ್ ಮಡ್ಡಿ ವರ್ತಿ ಭಾಂದಲ್ಲೆ ಮೊಟೆ ಗಾಂವ್ ನಿಪುನ್ ರ್ಹಾವ್ಕ್ ಹೊಯ್ನಾ.