Matthew 5:15 — Compare Translations
7 translations compared side by side
Odia - 1840
"ଲୋକେ ଦୀପଟିଏ ଜଳଇେ ତାକୁ ହାଣ୍ଡି ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ବାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୀପଟିଏ ଜାଳି କେହି ପାତ୍ର ତଳେ ଢ଼ାଙ୍କି ରଖେ ନାହିଁ। - ତାକୁ ଦୀପରୁଖା ଉପରେ ରଖେ ଏବଂ ତାହା ଘରେ ଥିବା ସମସ୍ତଙ୍କୁ ଆଲୋକ ଦିଏ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
Odia IRV 2017 (ଓଡିଆ ବାଇବେଲ)
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಬಿ ದಿವೊ ಪೆಟ್ವುನ್ ಭೊಗುನ್ಯಾಚ್ಯಾ ಬುಡಿ ಥೈನಾ; ಘರಾತ್ಲ್ಯಾ ಸಗ್ಳ್ಯಾಕ್ನಿ ಉಜ್ವೊಡ್ ದಿವ್ಕ್ ಮನುನ್ ದಿವೊ ಥವ್ತಲ್ಯಾ ಜಾಗ್ಯಾರ್ ವೈರ್ ಥವ್ತಾ.