Matthew 5:16 — Compare Translations
7 translations compared side by side
Odia - 1840
"ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ତୁମ ଆଲୋକ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଉ। ତାହାହେଲେ ତୁମର ସତ୍କର୍ମ ସବୁ ଦେଖି ସେମାନେ ତୁମର ସ୍ୱର୍ଗସ୍ଥ ପିତା ଈଶ୍ୱରଙ୍କର ପ୍ରଶଂସା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೊಚ್ ತುಮ್ಚೊ ಉಜ್ವೊಡ್ಬಿ ಲೊಕಾಂಚ್ಯಾ ಇದ್ರಾಕ್ ಪೆಟುಂದಿ. ಅಶೆ ತುಮಿ ಕರ್ತಲಿ ಬರಿ ಕಾಮಾ ಬಗುನ್ ತೆನಿ ದೆವಾಕ್ ಸರ್ಗಾ ವೈಲ್ಯಾ ತುಮ್ಚ್ಯಾ ಬಾಬಾಕ್ ಹೊಗ್ಳುಂದಿತ್”.