Matthew 5:17 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଭାବନାହିଁ ଯେ ମୁଁ ମାଶାଙ୍କେ ବ୍ଯବସ୍ଥା କିଅବା ଭବିଷ୍ଯଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସମାନଙ୍କେ ଉପଦେଶ ନଷ୍ଟ କରିବାକୁ ଆସିନାହିଁ। ବରଂ ମୁଁ ସମାନଙ୍କେ ଉପଦେଶଗୁଡିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଭାବନାହିଁ ଯେ ମୁଁ ମୋଶାଙ୍କ ପ୍ରଦତ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଶିକ୍ଷା ସବୁ ଲୋପ କରି ଦେବାକୁ ଆସିଛି। ସେଗୁଡ଼ିକ ଲୋପ କରିବାକୁ ନୁହେଁ, ବରଂ ବାସ୍ତବରେ ପରିଣତ କରିବାକୁ ମୁଁ ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮೊಯ್ಜೆನ್ ದಿಲ್ಲೆ ಖಾಯ್ದೆ ಹೊಂವ್ದಿ, ಪ್ರವಾದ್ಯಾನಿ ಶಿಕ್ವಲ್ಲೆ ಹೊಂವ್ದಿ ಕಾಡುನ್ ಟಾಕುಕ್ ಯೆಲಾ ಮನುನ್ ಯವ್ಜುನಕಾಶಿ. ಮಿಯಾ ತೆ ಕಾಡುನ್ ಟಾಕುಕ್ ಯೆವ್ಕ್ ನಾ ತೆನಿ ಶಿಕ್ವಲ್ಲೆ ಸಗ್ಳೆ ಪುರಾ ಕರುಕ್ ಮನುನ್ ಯೆಲಾ.