Matthew 5:18 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ତଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ, ସ୍ୱର୍ଗ ଓ ପୃଥିବୀର ଅସ୍ତିତ୍ୱ ଥିବାଯାଏ ଧର୍ମଶାସ୍ତ୍ର ବ୍ୟବସ୍ଥାର ଗୋଟିଏ ବିନ୍ଦୁ ବା ବିସର୍ଗ ଲୋପ ପାଇବ ନାହିଁ। ସମସ୍ତ ବିଷୟର ଅବସାନ ପର୍ଯ୍ୟନ୍ତ ଏହା ଘଟିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಕವ್ಡೆ ಪತರ್ ಜಗ್ ಅನಿ ಸರ್ಗ್ ಹಾಯ್, ತವ್ಡೆ ಪತರ್ ಮೊಯ್ಜೆಚ್ಯಾ ಖಾಯ್ದ್ಯಾನಿತ್ಲೆ ಎಕ್ ಅಕ್ಷಾರ್ ಹೊಂವ್ದಿ ಎಕ್ ಟಿಕ್ಕೊ ಹೊಂವ್ದಿ ಪುಸುನ್ ಜಾಯ್‌ ನಸ್ತಾನಾ ತೆನಿ ಸಾಂಗಲ್ಲೆ ಸಗ್ಳೆ ಪುರಾ ಹೊತಾ.