Matthew 5:2 — Compare Translations
7 translations compared side by side
Odia - 1840
"ଏଥର ଯୀଶୁ ସମାନଙ୍କେୁ ଉପଦେଶ ଦବୋ ଆରମ୍ଭ କଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ମୁଖ ଫିଟାଇ, ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ତାଙ୍କୁ ଘେରି ରହିଥିଲେ। ସେମାନଙ୍କୁ ସେ ଶିକ୍ଷା ଦେଇ କହିଲେ:
Odia Bible ERV 2004 (ପବିତ୍ର ବାଇବଲ)
ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ತೆಂಕಾ ಶಿಕ್ವುಕ್ ಚಾಲು ಕರ್ಲ್ಯಾನ್