Matthew 5:20 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭମାନେେ ଧର୍ମ ଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗଇେ ଯାଅ। ତା ନ ହେଲେ ତୁମ୍ଭେ ସ୍ବର୍ଗ ରାଜ୍ଯ ରେ ପ୍ରବେଶ କରିପାପିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୁଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ବେଶୀ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ମୁଁ କହିରଖୁଛି, ଧର୍ମଗୁରୁ ଓ ଫାରୁଶୀମାନଙ୍କଠାରୁ ଅଧିକ ବିଶ୍ୱସ୍ତଭାବେ ଈଶ୍ୱରଙ୍କ ଇଚ୍ଛାନୁରୂପେ କାର୍ଯ୍ୟ କଲେ ଯାଇ ତୁମ୍ଭେମାନେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಲೆ ಕಾಯ್ ಮಟ್ಲ್ಯಾರ್, ದೆವಾಕ್ ಕಾಯ್ ಪಾಜೆ ತೆ ಖಾಯ್ದೆ ಶಿಕ್ವುತಲ್ಯಾಂಚ್ಯಾ ಅನಿ ಫಾರಿಜೆವಾಂವಾಚ್ಯಾನ್ಕಿ ಬರೆ ತುಮಿ ಕರ್ಲ್ಯಾ ಸಿವಾಯ್ ಸರ್ಗಾಚ್ಯಾ ರಾಜಾತ್ ತುಮ್ಕಾ ಗುಸುಕ್ ಹೊಯ್ನಾ.