Matthew 5:21 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇଥିଲା: 'ନରହତ୍ଯା କର ନାହିଁ। ଯେଉଁଲୋକ ନରହତ୍ଯା କରେ, ସେ ବିଗ୍ଭରସ୍ଥାନ ରେ ବିଗ୍ଭରିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳରେ ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେକେହି ନରହତ୍ୟା କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ଶୁଣିଛ; ପୁରାକାଳରୁ ଲୋକମାନଙ୍କୁ କୁହାଯାଇଛି, ‘ନରହତ୍ୟା କର ନାହିଁ। ଯେ ତାହା କରେ, ସେ ବିଚାରିତ ହେବ।’
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ಲೊಕಾ “ಜಿವಾನಿ ಮಾರುಚೆ ನ್ಹಯ್” ಮನುನ್ ಸಾಂಗ್ತಲೆ ತುಮಿ ಆಯಿಕ್ಲ್ಯಾಶಿ, ತಸೆ ಕರಲ್ಲ್ಯಾಕ್ ಝಡ್ತಿ ಕರುಕ್ ಘೆವ್ನ್ ಯೆವ್ಚೆ,