Matthew 5:23 — Compare Translations

7 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନଙ୍କର ନବୈେଦ୍ଯ ଦାନ ଆଣ, ସେତବେେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବଦେୀ ଉପରେ ପରମେଶ୍ବରଙ୍କୁ ନବୈେଦ୍ଯ ଦାନ ଦବୋ ବେଳେ ତୁମ୍ଭର ମନେ ପଡିଯାଏ ଯେ, ତୁମ୍ଭ ବିରୁଦ୍ଧ ରେ କାହାର କିଛି କଥା ଅଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବାକୁ ଯିବାବେଳେ ଯଦି ତୁମର ମନରେ କିଛି ଅଶାନ୍ତି ଅଛି,
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
Odia IRV 2017 (ଓଡିଆ ବାଇବେଲ)
ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತಿಯಾ ದೆವಾಕ್ ಕಾನಿಕ್ ದಿವ್ಕ್ ಮನುನ್ ಅಲ್ತಾರಿಕ್ಡೆ ಗೆಲ್ಲ್ಯಾ ತನ್ನಾ ತುಜ್ಯಾ ಭಾವಾಚ್ಯಾ ವಿರೊದ್ ಕಾಯ್ತರ್ ಹಾಯ್ ಮನುನ್ ತುಕಾ ಯಾದ್ ಯೆಲ್ಯಾರ್,