Matthew 5:25 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରଗାରରେ ନିକ୍ଷିପ୍ତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି କେହି ତୁମ ବିରୁଦ୍ଧରେ ମକଦ୍ଦମା କରି ଅଦାଲତକୁ ଯିବାକୁ ବାଧ୍ୟ କରେ, ଅଦାଲତକୁ ଯିବା ପୂର୍ବରୁ ବେଳ ଥାଉ ଥାଉ ତା’ ସହିତ ଆପୋଷ ମିଳାମିଶା କରିନିଅ। ନଚେତ୍ ଅଦାଲତରେ ପହଞ୍ôଚଗଲେ, ସେ ତୁମକୁ ବିଚାରପତି ହାତରେ ସମର୍ପଣ କରିବ ଏବଂ ହୁଏତ ବିଚାରପତି ତୁମକୁ ବନ୍ଦୀଶାଳାକୁ ନେଇ ଯିବା ପାଇଁ ସିପାହୀ ହାତରେ ସମର୍ପଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕೊನ್ ತರ್ ತುಜ್ಯಾ ವಿರೊದ್ ಪಿರ್ಯಾದ್ ದಿವ್ನ್ ತುಕಾ ನ್ಯಾಯ್ ಕರ್‍ತಲ್ಯಾ ಜಾಗ್ಯಾಕ್ ಘೆವ್ನ್ ಜವ್ಚ್ಯಾ ಅದ್ದಿಚ್ ತೆಚ್ಯಾಕ್ನಾ ರಾಜಿ ಹೊ. ಎಗ್ದಾ ತಿಯಾ ನ್ಯಾಯ್ ಕರ್‍ತಲ್ಯಾ ಜಾಗ್ಯಾಕ್ ಜಾವ್ನ್ ಪಾವ್ಲೆ ತರ್, ತೊ ತುಕಾ ನ್ಯಾಯ್ ಕರ್‍ತಲ್ಯಾ ಮಾನ್ಸಾಚ್ಯಾ ಹಾತಿತ್ ದಿತಾ, ಅನಿ ತೊ ತುಕಾ ಅದಿಕಾರ್‍ಯಾಂಚ್ಯಾ ಹಾತಿತ್ ದಿತಾ, ಅನಿ ತುಕಾ ಬಂದಿಖಾನ್ಯಾತ್ ಘಾಲ್ತ್ಯಾತ್.”