Matthew 5:26 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ ଉପରେ ଧାର୍ଯ୍ୟ କରାଯାଉଥିବା ଜୋରିମାନାର ପଇସାଟିଏ ସୁଦ୍ଧା ପରିଶୋଧ ନ ହେବାଯାଏ ତୁମେ ସେଠାରୁ ଖଲାସ ହୋଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ತುಜ್ಯಾ ದಂಡಾಚೊ ಎಕ್-ಎಕ್ ಪೈಸೊ ಸೈತ್ ಭರುನ್ ಹೊಯ್ ಪತರ್ ತಿಯಾ ಥೈಚ್ ರ್‍ಹಾತೆಯ್.