Matthew 5:27 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“‘ବ୍ୟଭିଚାର କର ନାହିଁ, ଏହି ଆଜ୍ଞା ତୁମେମାନେ ପୂର୍ବକାଳରୁ ଶୁଣି ଆସିଅଛ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯୌନଗତ ପାପ ସମ୍ବନ୍ଧରେ ଶିକ୍ଷା ଦିଅନ୍ତି “ତୁମ୍ଭେମାନେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, ‘ବ୍ୟଭିଗ୍ଭର କର ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ವೆಭಿಚಾರ್ ಕರುನಕಾಸಿ” ಮನುನ್ ಸಾಂಗಲ್ಲೆ ತುಮಿ ಆಯಿಕ್ಲ್ಯಾಶಿ,