Matthew 5:29 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯଦି ତୁମର ଦକ୍ଷିଣ ଚକ୍ଷୁ ଯୋଗୁଁ ତୁମେ ପାପ କରିଥାଅ, ସେ ଚକ୍ଷୁଟିକୁ ଉପାଡ଼ି ଫିଙ୍ଗି ଦିଅ। ତୁମର ସମସ୍ତ ଶରୀର ନରକରେ ପଡ଼ିବାଠାରୁ, ଶରୀରର ଗୋଟିଏ ଅଂଶ ହରାଇବା ବରଂ ଭଲ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜೊ ಉಜ್ವ್ಯಾ ಬಾಜುಚೊ ಡೊಳೊ ತುಕಾ ಪಾಪ್ ಕರುಕ್ ಕಾರನ್ ಹೊತಾ ಜಾಲ್ಯಾರ್, ತೊ ಮೆಟ್ಟುನ್ ಕಾಡ್ ಅನಿ ಧುರ್ ಟಾಕ್. ತುಜೆ ಸಗ್ಳೆ ಆಂಗ್ ನರ್ಕಾತ್ ನ್ಹೆವ್ನ್ ಟಾಕ್ತಲ್ಯಾಚ್ಯಾನ್ಕಿ ತುಜ್ಯಾ ಆಂಗಾಚೊ ಖಲೊಬಿ ಎಕ್ ಭಾಗ್ ನಸ್ತಾನಾ ರ್ಹಾತಲೆ ತುಕಾ ಕವ್ಡೆಕಿ ಬರೆ.