Matthew 5:30 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗି ଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କ ରେ ପଡିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହାଇଯେିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ତୁମର ଦକ୍ଷିଣ ହସ୍ତ ତୁମକୁ ପାପ କର୍ମ କରାଉଥାଏ, ତାକୁ ମଧ୍ୟ କାଟି ଫୋପାଡ଼ି ଦିଅ। ତୁମର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବାଠାରୁ ଗୋଟିଏ ଅବୟବ ହରାଇବା ବରଂ ଭଲ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜೊ ಉಜ್ವೊ ಹಾತ್ ತುಕಾ ಪಾಪ್ ಕರುಕ್ ಕಾರನ್ ಹೊತಾ ಜಾಲ್ಯಾರ್, ತೊ ಕಾತ್ರುನ್ ಕಾಡ್ ಅನಿ ಧುರ್ ನ್ಹೆವ್ನ್ ಟಾಕ್. ತುಜೆ ಸಗ್ಳೆ ಆಂಗ್ ನರ್ಕಾತ್ ನ್ಹೆವ್ನ್ ಟಾಕ್ತಲ್ಯಾಚ್ಯಾನ್ಕಿ ತುಜೊ ಎಕ್ ಹಾತ್ ನಸ್ತಾನಾ ರ್ಹಾತಲೆ ತುಕಾ ಕವ್ಡೆಕಿ ಬರೆ.