Matthew 5:33 — Compare Translations

7 translations compared side by side

Odia - 1840
"ଏକଥା ତୁମ୍ଭେ ଶୁଣିଛ ଯେ ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇ ଥିଲା: 'ତୁମ୍ଭମାନେେ କରିଥିବା ପ୍ରତିଜ୍ଞା କବେେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ସବୁ ପାଳନ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ, ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପୂର୍ବକାଳରୁ ଏହି ଶିକ୍ଷା ଶୁଣି ଆସିଚ, “‘ପ୍ରତିଜ୍ଞା ଭଙ୍ଗ କର ନାହିଁ। ଈଶ୍ୱରଙ୍କ ସମ୍ମୁଖରେ ଯେଉଁ ଶପଥ କରିଛ, ତାକୁ ପୂରଣ କର।’
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଜ୍ଞା ସମ୍ବନ୍ଧରେ ଯୀଶୁଙ୍କର ଶିକ୍ଷା “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದಿಲ್ಲಿ ಗೊಸ್ಟ್ ಮೊಡುನಕೊ ಅನಿ ಆನ್ ಘಾಲುನ್ ಸರ್ವೆಸ್ವರಾಕ್ ತಿಯಾ ಕಾಯ್ಬಿ ಸಾಂಗ್ಲೆ ಜಾಲ್ಯಾರ್ ತೆ ಪುರಾ ಕರ್.” ಮನುನ್ ಲೊಕಾನಿ ಸಾಂಗಲ್ಲೆ ತುಮಿ ಆಯಿಕ್ಲ್ಯಾಶಿ