Matthew 5:34 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ପ୍ରତିଜ୍ଞା କରିବାବେଳେ ରାଣ ନିୟମ ପକାଅ ନାହିଁ। ସ୍ୱର୍ଗ ନାମରେ ରାଣ ପକାଅ ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಮಿಯಾ ತುಮ್ಕಾ ಸಾಂಗ್ತಾ: ತುಮಿ ಕಸ್ಲಿಬಿ ಗೊಸ್ಟ್ ದಿತಾನಾ ಆನ್ ಘಾಲುನಕಾಶಿ, ಸರ್ಗಾಚ್ಯಾ ನಾವಾನ್ ಆನ್ ಘಾಲುನಕಾಶಿ, ದೆವಾಚೆ ಸಿವಾಸನ್ ತೆ;